ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ ଗିରଫ କରିଛି । ଲାଇନମ୍ୟାନ୍‌ ସାମଲ ୨୦୧୭ ରେ ଭବାନୀପାଟଣାସ୍ଥିତ ବଡପଡାର ମଦନ କୁମାରଙ୍କଠାରୁ ୫୦ ହଜାର, ଲୋଚନ ତାଣ୍ଡିଙ୍କ ଠାରୁ ୫୦ ହଜାର ଟଙ୍କା ଚାକିରି କରାଇ ଦେବା ପାଇଁ ନେଇଥିଲେ । ଏ ନେଇ ଭବାନୀପାଟଣା ଟାଉନ ଥାନାରେ ତାଙ୍କ ନାମରେ ୨୦୧୯ ଅଗଷ୍ଟ ୨୦ ତାରିଖରେ ଏକ ମାମଲା ରୁଜୁ ହୋଇଥିଲା । ସେହିଦିନଠାରୁ ସେ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri