ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି କି? ଏସବୁ ଦିଗ ପ୍ରତି ଧ୍ୟାନ ଦେଲେ ହୋଇଯିବେ ଉତ୍ତୀର୍ଣ୍ଣ

ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍‌ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ। ଏହାକୁୁ ସାମ୍ନା କରିବା ପାଇଁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ ସହଜରେ ହୋଇଯିବେ ଉତ୍ତୀର୍ଣ୍ଣ।

ଆସନ୍ତୁ ଜାଣିବା କିଛି ଟିପ୍ସ :

ଇଣ୍ଟରଭ୍ୟୁରେ ସଫଳ ହେବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ସିଭି। ସିଭି ଭଲ ଭାବେ ତିଆରି ହୋଇଥିବା ଦରକାର।  ଏଥିପାଇଁ ସିଭିରେ ନିଜର ସମସ୍ତ ତଥ୍ୟ ଠିକ୍‌ ଭାବେ ଉଲ୍ଲେଖ କରନ୍ତୁ। ଏଥିସହ ସିଭିରେ ଯାହା ଲେଖିଛନ୍ତି ତାହା ସତ ହୋଇଥିବା ଆବଶ୍ୟକ।

– କୌଣସି ଅଫିସରେ ଯେଉଁ ବିଭାଗ ପାଇଁ  ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି ସେ ସମ୍ପର୍କିତ ପ୍ରଶ୍ନର ଉତ୍ତର ସ୍ପଷ୍ଟ ଭାବେ ଦେବା ଉଚିତ। ଏଥିସହିତ ନିଜ ଭିତରେ ଆତ୍ମବିଶ୍ୱାସ ରହିବା ଦରକାର। ଇଣ୍ଟରଭ୍ୟୁ ସମୟରେ Star ହେବାକୁ ପଡ଼ିବ। Star ଅର୍ଥ (Situation, Task, Action and Result)।

Situation : ଆପଣ ପରିସ୍ଥିତିକୁ ଭଲ ଭାବେ ଅନୁଧ୍ୟାନ କରନ୍ତୁ।

Task : ଯାହା ଟାସ୍କ ଦିଆଯାଇଥିବ ତାହା ନିର୍ଭୁଲ ଭାବେ କରିବା ପାଇଁ ଚେଷ୍ଟା କରନ୍ତୁ।

Action : ଆପଣ ମଧ୍ୟ ଇଣ୍ଟରଭ୍ୟୁ ନେଉଥିବା ବ୍ୟକ୍ତିଙ୍କୁ କିଛି ପ୍ରଶ୍ନ ଖୋଲାଖୋଲି ପଚାରନ୍ତୁ। ମନେରଖନ୍ତୁ ଛୁଟି ଏବଂ ଦରମା କଥା ଆଦୌ ପଚାରିବେ ନାହିଁ।

Result : କିଛିଦିନ ଧୈର୍ଯ୍ୟର ସହ ଫଳାଫଳକୁ ଅପେକ୍ଷା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri