ଚାନ୍ଦବାଲି, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ ୧୧,୯୦୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ମନମୋହନ ସାମଲ ୧୧,୮୮୧ ଓ କଂଗ୍ରେସ ପ୍ରାର୍ଥୀ ଦିଗମ୍ବର ଦାସ ୩୧୩୧ ଖଣ୍ଡ ଭୋଟ ପାଇଛନ୍ତି।
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…
Archives

