Posted inଫୁରସତ

ଚା’ପ୍ରେମୀଙ୍କ ପାଇଁ ଖୁସି ଖବର: ତନ୍ଦୁରି ପରେ ଏବେ ମାର୍କେଟରେ ବିରିୟାନୀ ଟି’ର ଜମିବ ଆସର

ତନ୍ଦୁରି ଚା’ ବିଷୟରେ ଆପଣ ଅନେକ କିଛି ଶୁଣିଥିବେ। ଖୁବ୍‌ କମ୍‌ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଯୋଗୁ ପ୍ରାୟ ସବୁ ଜାଗାରେ ଏହା ମିଳିବା ଆରମ୍ଭ କରିଦେଲାଣି। ତେବେ ଏହାକୁ ଟକ୍କର ଦେବା ଭଳି ଏକ ନୂଆ ଚା’ ବଜାରକୁ ଆସିଛି, ଯାହାର ନାଁ ରହିଛି ‘ବିରିୟାନୀ ଟି’। ଏହା ଏବେ ଆଗ୍ରାର ବିଭିନ୍ନ କାଫେରେ ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ ସବୁଜାଗାରେ ମିଳିବ। ଯଦି କେବେ ଆଗ୍ରା ଯାଉଛନ୍ତି, ତେବେ ଏହି ଚା’ର ମଜା ନେବାକୁ ଭୁଲନ୍ତୁ ନାହିଁ। ଏହାକୁ ମଧ୍ୟ ଆପଣ ଘରେ ପ୍ରସ୍ତୁତ କରିପାରିବେ।

ଆବଶ୍ୟକ ସାମଗ୍ରୀ:
-୨୫ ମିଲିଲିଟର ମୋଟା କ୍ଷୀର
-୭୮ ମିିଲିଲିଟର ଫୁଲ୍‌ କ୍ରିମ୍‌ ମିଲ୍କ
-ଏକ ଚାମଚ ବ୍ଲାକ୍‌ ଟି’ ପତ୍ର
-ଅଳ୍ପ ଡାଲ୍‌ଚିନି ପାଉଡର

ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଏକ କପ୍‌ରେ ମୋଟା କ୍ଷୀର ନିଅନ୍ତୁ । ଅନ୍ୟ ଏକ ପାତ୍ରରେ ପାଣି ଓ ଚା’ ପତି ନେଇ ଭଲଭାବେ ମିଶାନ୍ତୁ। ପରେ ଏହାକୁ ଛାଣି କ୍ଷୀର ସହ ମିଶାଇ ଅନ୍ୟ ଏକ ପାତ୍ରରେ ୨ ମିନିଟ ପର୍ଯ୍ୟନ୍ତ ଅଧିକ ଆଞ୍ଚରେ ଗରମ କରନ୍ତୁ। କ୍ଷୀର ଥଣ୍ଡା ହୋଇଗଲା ପରେ ଏହାକୁ ଗ୍ରାଇଣ୍ଡିଂ କରନ୍ତୁ। ଏଥିରେ କିଛି ଡାଲଚିନି ପାଉଡର ପକାଇ ବିରିୟାନୀ ଟି’ ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri