ଚାରା ରୋପଣ କରି ପାଳିଲେ ବିଶ୍ୱ ପରିବେଶ ଦିବସ

ଶେରଗଡ଼,୫ା୬(ଡି.ଏନ.ଏ.)- ଶେରଗଡ଼ ବ୍ଲକ ପିତ୍ତଳ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ୱ ପରିବେଶ ଦିବସ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଆସିକା ବନଖଣ୍ଡ ପକ୍ଷରୁ ଲୋକମାନଙ୍କୁ ଚାରା ରୋପଣ ଓ ପରିବେଶ ସଫା ରଖିବା, ଗଛ କାଟିବା ବନ୍ଦ କରିବା, ପାଖ ଜଙ୍ଗଲର ସୁରକ୍ଷା ନେଇ ସଚେତନ କରାଯାଇଥିଲା। ଶେରଗଡ଼ ଫରେଷ୍ଟର ଶୁଭଶ୍ରୀ ଶତପଥୀଙ୍କ ସଂଯୋଜନାରେ ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ, ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର, ବ୍ଲକ ବିଜେଡ଼ି ସଭାପତି ଶରତ ଚନ୍ଦ୍ର ପାତ୍ର, ପୂର୍ବତନ ବ୍ଲକ ଅଧକ୍ଷ ବାବୁଲା କୁମାର ଚୌଧୁରୀ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ସରପଞ୍ଚ ରଙ୍ଗବତୀ ବେହେରା ସମେତ ବହୁ ବ୍ୟକ୍ତି ଯୋଗ ଦେଇଥିଲେ। ସେହିପରି ଢ଼ିଙ୍କିସାଳ ଉଚ୍ଚ ବିଦ୍ୟାଳୟ ପରିସର ରେ ଭଞ୍ଜନଗର ଉପଜଲାପାଳ ରାଜେନ୍ଦ୍ର ମିଞ୍ଜ, ତହସିଲଦାର ଡ଼.ଦୟାସିନ୍ଧୁ ପରିଡା ବିଭିନ୍ନ ଔଷଧୀୟ ବୃକ୍ଷ ରୋପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri