ଚାରା ଲାଗାଇ ପାଳିଲେ ଜାତୀୟ ଦିବସ

ରାସୋଳ, ୧୫।୮(ଡି.ଏନ୍‌.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ ଦିବସକୁ ପାଳନ କରିଛି ଢେଙ୍କାନାଳ ରାସୋଳ ପଞ୍ଚାୟତ ଅନ୍ତର୍ଗତ ପର୍ଶୁରାମପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର। ଶିକ୍ଷାନୁଷ୍ଠାନର ରଜତ ଜୟନ୍ତୀ ସମାରୋହ ଉପଲକ୍ଷେ ଛାତ୍ରୀଛାତ୍ରମାନେ ଚାରାରୋପଣ କରି ପରିବେଶକୁ ସବୁଜ ଶ୍ୟାମଳ କରିବାକୁ ନେଇଛନ୍ତି ସଂକଳ୍ପ।
ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟିକା ସୀମାରାଣୀ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ରାସୋଳ ଥାନା ପରିସରରେ ଗଛ ଲଗାଇଥିଲେ। ବିଦ୍ୟାଳୟ ପରିସରରେ ମଧ୍ୟ ବନୀକରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶିଶୁ ମନ୍ଦିରର ସମସ୍ତ କର୍ମଚାରୀ, ଛାତ୍ରୀଛାତ୍ର ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri