Posted inଫୁରସତ

ଚାରିଗୋଡ଼ିଆ ଦୌଡ଼ରେ ଗିନିଜ୍‌ ଓ୍ବାର୍ଲଡ ରେକର୍ଡ

ଉଷେନ୍‌ ବୋଲ୍ଟ ପୃଥିବୀର ସବୁଠାରୁ ଦ୍ରୁତଗାମୀ ବ୍ୟକ୍ତି । କିନ୍ତୁ ଜାପାନର କେନିଚି ଇତୋଙ୍କୁ ଏବେ ଚାରିଗୋଡରେ ଦୌଡୁଥିବା ସବୁଠାରୁ ଦ୍ରୁତତମ ବ୍ୟକ୍ତି ଭାବେ ଗଣନା କରାଯାଉଛି। ସେ ୧୦୦ ମିଟର ଚାରିଗୋଡିଆ ଦୌଡ ଅର୍ଥାତ୍‌ ଦୁଇ ଗୋଡ ଓ ହାତ ମିଶାଇ ପ୍ରାଣୀଙ୍କ ଭଳି ଦୌଡି ଗିନିଜ୍‌ ଓ୍ବାର୍ଲଡ ରେକର୍ଡ କରିଛନ୍ତି। ଏହି ଦୂରତାକୁ ସେ ୧୬.୮୭ ସେକେଣ୍ଡରେ ଅତିକ୍ରମ କରିଛନ୍ତି। ଟୋକିଓରେ ହୋଇଥିବା ପ୍ରତିଯୋଗିତାରେ ସେ ନିଜର ପୂର୍ବ ରେକର୍ଡକୁ ଭାଙ୍ଗି ଏହି ରେକର୍ଡ କରିଛନ୍ତି। ଆଫ୍ରିକୀୟ ପତାସ ମାଙ୍କଡର ଦୌଡିବା ଶୈଳୀକୁ ଅନୁକରଣ କରି ଇତୋ ନିଜର ଏହି ଭିନ୍ନ ଶୈଳୀର ଦୌଡିବାର ବିକାଶ କରିଛନ୍ତି। ଏଥିରେ ପାରଙ୍ଗମ ହେବାକୁ ତାଙ୍କୁ ୯ ବର୍ଷ ଲାଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ବଞ୍ଚାଇବାକୁ ଯାଇ କୁକୁରକୁ ଅଳିଆ ଉଠାଇବା କାମରେ ଲଗାଇଦେଲେ ମାଲିକ, ଏବେ ଲାଗିଲା ଜରିମାନା

ରୋମ,୨୬।୨: ଇଟାଲୀର କାଟାନିଆ ସହରର ଜଣେ ବ୍ୟକ୍ତି ଅଳିଆ ସଂଗ୍ରହକାରୀଙ୍କ ଟଙ୍କା ସଞ୍ଚୟ କରିବା ପାଇଁ ଏପରି ଏକ ପଦ୍ଧତି ଗ୍ରହଣ କରିଛନ୍ତି ଯାହା କର୍ତ୍ତୃପକ୍ଷଙ୍କୁ ମଧ୍ୟ…

ଗୁଗୁଲ ଏବଂ ୟୁଟ୍ୟୁବକୁ ଚଳାଉଥିବା ସିଇଓମାନେ କେଉଁ ଜାତିର? ଜାଣିଲେ ହୋଇଯିବେ ତାଜୁବ

ବିଶ୍ୱର ସର୍ୱବୃହତ ଟେକ ଏବଂ ଲଗଜରୀ କମ୍ପାନୀଗୁଡ଼ିକରେ ଭାରତୀୟ ବଂଶୋଦ୍ଭବ କାର୍ଯ୍ୟନିର୍ୱାହୀଙ୍କ ପ୍ରାଧାନ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଦିଲ୍ଲୀରେ ସମ୍ପ୍ରତି ଅନୁଷ୍ଠିତ ଏଆଇ ସମ୍ମିଳନୀରେ, ଫ୍ରାନ୍ସ…

ବେଡ୍‌ରୁମ୍‌ AC ଉପରେ ବସିଥିଲା ସାପ, ହଠାତ୍‌ ଘଟିଲା….ଦେଖନ୍ତୁ Video

ନୂଆଦିଲ୍ଲୀ,୨୪।୨: ସାଧାରଣତଃ ଗ୍ରୀଷ୍ମ ଋତୁରେ ଲୋକେ ରୁମ୍‌ରେ ବସି ଏସିର ମଜା ନିଅନ୍ତି। କିନ୍ତୁ ସେଇ ଏସିରେ ଯଦି ଏକ ବିପଦଜନକ ପ୍ରାଣୀକୁ ଦେଖନ୍ତି ତେବେ ଭୟଭୀତ…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri