Posted inପୁରୀ

ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କରାଗଲା ବିଶୋଧନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇଁ ନିମାପଡ଼ା ଅଗ୍ନିସେବା ସଂସ୍ଥା ପକ୍ଷରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଗତ ଦୁଇଦିନ ଧରି ନିମାପଡ଼ା ବ୍ଲକ ଅଧୀନ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର, ବିଭିନ୍ନ ଓ୍ବାର୍ଡ ସମେତ ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଛି। ଏହାସହ ଆଗକୁ ପୂରା ନିମାପଡ଼ା ଅଞ୍ଚଳରେ ମଧ୍ୟ ବିଶୋଧନ କାର୍ଯ୍ୟ ଜାରି ରହିବ ବୋଲି ଅଗ୍ନିସେବା ସଂସ୍ଥା ପକ୍ଷରୁ କୁହାଯାଇଛି। କରୋନା ସାରା ବିଶ୍ୱକୁ ଆକ୍ରାନ୍ତ କରିବାକୁ ଯାଉଥିବାବେଳେ ଏଥିରୁ ମୁକ୍ତି ପାଇବା ପାଇଁ ପ୍ରତ୍ୟେକ ବ୍ୟକ୍ତି ନିଜେ ସ୍ବଚ୍ଛ, ପରିଷ୍କାର, ପରିଚ୍ଛନ୍ନତା ରହିବା ସହ ନିଜ ପରିବାର, ଅଞ୍ଚଳକୁ ସ୍ବଚ୍ଛ ରଖିବା ସହ ଲକଡାଉନର ସମସ୍ତ ବ୍ୟବସ୍ଥାକୁ ପାଳନ କରିବାକୁ ଅଗ୍ନିସେବା ସଂସ୍ଥା ଅଧିକାରୀ ବ୍ରହ୍ମାନନ୍ଦ ମଲ୍ଲିକ ଓ କର୍ମଚାରୀମାନେ ଜନସାଧାରଣଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri