ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର

ଅମରପାଲି, ୧୬।୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ।
ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି ଏକ ଟ୍ରାକ୍ଟରରେ ଯାଉଥିଲା। କୌଣସି ସୂତ୍ରରୁ ଖବର ପାଇ ବନାଞ୍ଚଳ ଅଧିକାରୀ ଅବିନାଶ ବରିହାଙ୍କ ନେତୃତ୍ୱରେ ହାତିଲିମୁଣ୍ଡା ବନପାଳ ସୁନୀଲ ତରିଆ, ବନରକ୍ଷୀ ରାମଶଙ୍କର ମେହେର ଓ ସ୍କ୍ବାର୍ଡ ଏହାକୁ ଜବତ କରିଥିଲେ। ତେବେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଜବତ ଟ୍ରକ୍ଟରକୁ ସୁବଳୟା ରେଞ୍ଜ କାର୍ଯ୍ୟାଳୟକୁ ଅଣାଯାଇଛି। ଏ ନେଇ ଏକ ମାମଲା ନଂ. ୧/୨୦ ରୁଜୁ କରାଯାଇଥିବା ରେଞ୍ଜ ଅଧିକାରୀ ଅବିନାଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri