Posted inଜାତୀୟ

ଚାଲାଣ କାଟି ୨ଟି ରାଜ୍ୟରେ ଆଦାୟ ହେଲାଣି ପ୍ରାୟ ଦେଢ କୋଟି ଟଙ୍କା

ନୂଆଦିଲ୍ଲୀ,୮।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଏପର୍ଯ୍ୟନ୍ତ ଟ୍ରାଫିକ୍‌ ପୋଲିସ କେବଳ ୨ଟି ରାଜ୍ୟରୁ ପାଖାପାଖି ଦେଢ କୋଟି ଟଙ୍କା ଆଦାୟ କରିଥିବା କୁହାଯାଉଛି। ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ଏହି ନିୟମ ଆଧାରରେ କେବଳ ଦିଲ୍ଲୀ ଓ ହରିୟାଣାରୁ ଏପର୍ଯ୍ୟନ୍ତ ଦେଢ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ ହୋଇଥିବା ସୂଚନା ମିଳିଛି। ହରିୟାଣାରେ ପ୍ରାୟ ୩୪୩ ଚାଲାଣ କଟାଯାଇଥିବା ବେଳେ ଏଥିରୁ ଆଦାୟ ହୋଇଛି ୫୨.୩୨ଲକ୍ଷ ଟଙ୍କା। ଦିଲ୍ଲୀରେ ପ୍ରାୟ ୩ହଜାର ୮ଶହ ଚାଲାଣ କଟା ସରିଛି। ସେହିପରି ଓଡ଼ିଶା ଭଳି ରାଜ୍ୟରେ ପ୍ରାୟ ୪ହଜାର ୮୦ ଚାଲାଣ କଟା ଯାଇଥିବା ବେଳେ ଏଥିରୁ ପ୍ରାୟ ୮୮.୯୦ ଲକ୍ଷ ଟଙ୍କା ଆଦାୟ ହେବା ସହ ୪୬ ଗାଡି ଜବତ ହୋଇଥିବା ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri