Posted inଜାତୀୟ

ଚାଲାଣ କାଟି ୨ଟି ରାଜ୍ୟରେ ଆଦାୟ ହେଲାଣି ପ୍ରାୟ ଦେଢ କୋଟି ଟଙ୍କା

ନୂଆଦିଲ୍ଲୀ,୮।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଏପର୍ଯ୍ୟନ୍ତ ଟ୍ରାଫିକ୍‌ ପୋଲିସ କେବଳ ୨ଟି ରାଜ୍ୟରୁ ପାଖାପାଖି ଦେଢ କୋଟି ଟଙ୍କା ଆଦାୟ କରିଥିବା କୁହାଯାଉଛି। ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ଏହି ନିୟମ ଆଧାରରେ କେବଳ ଦିଲ୍ଲୀ ଓ ହରିୟାଣାରୁ ଏପର୍ଯ୍ୟନ୍ତ ଦେଢ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ ହୋଇଥିବା ସୂଚନା ମିଳିଛି। ହରିୟାଣାରେ ପ୍ରାୟ ୩୪୩ ଚାଲାଣ କଟାଯାଇଥିବା ବେଳେ ଏଥିରୁ ଆଦାୟ ହୋଇଛି ୫୨.୩୨ଲକ୍ଷ ଟଙ୍କା। ଦିଲ୍ଲୀରେ ପ୍ରାୟ ୩ହଜାର ୮ଶହ ଚାଲାଣ କଟା ସରିଛି। ସେହିପରି ଓଡ଼ିଶା ଭଳି ରାଜ୍ୟରେ ପ୍ରାୟ ୪ହଜାର ୮୦ ଚାଲାଣ କଟା ଯାଇଥିବା ବେଳେ ଏଥିରୁ ପ୍ରାୟ ୮୮.୯୦ ଲକ୍ଷ ଟଙ୍କା ଆଦାୟ ହେବା ସହ ୪୬ ଗାଡି ଜବତ ହୋଇଥିବା ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri