ଚାଲିଚାଲି ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ

ଗଞ୍ଜାମ,୪ା୫(ଡି.ଏନ.ଏ.)- ଲକ୍‌ଡାଉନ୍‌ ପରେ ଗଞ୍ଜାମ ଜିଲା ଗୋଳନ୍ଥରାରେ ରହିଯାଇଥିବା କଟକ ଟାଙ୍ଗୀ ଅଞ୍ଚଳର ୧୨ଜଣ ଶ୍ରମିକ ୧୬ନଂ. ଜାତୀୟ ରାଜପଥ ଦେଇ ସୋମବାର ସକାଳେ ଚାଲିଚାଲି ଯାଉଥିଲେ। ଏହାଦେଖି ପୂର୍ବତନ ଏମ୍‌ପି ପ୍ରତିନିଧି ତଥା ସାମାଜିକ କର୍ମୀ ସୁଧୀର କୁମାର ପାଢ଼ୀ ସେମାନଙ୍କୁ ଗଞ୍ଜାମରେ ଅଟକାଇ ସ୍ଥାନୀୟ ଏଲେମା ମନ୍ଦିରକୁ ନେଇଥିଲେ। ରାକେଶ ରଞ୍ଜନ ଦାସ, ମନୋଜ ପ୍ରଧାନ, ମନୋରଞ୍ଜନ ସାହୁ, ପପି ମହାଙ୍କୁଡ ପ୍ରମୁଖ ସେଠାରେ ଉକ୍ତ ୧୨ ଜଣ ଶ୍ରମିକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରିଥିଲେ। ପରେ ଅପରାହ୍ନ ସାଢେ ୪ଟାରେ ସେମାନେ ଗ୍ରାମ ଅଭିମୁଖେ ବାହାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମଣ ନାୟକଙ୍କ ବଳିଦାନ ଅତୁଳନୀୟ

କୋରାପୁଟ,୨୨।୧୧(ଅମିତାଭ ବେହେରା): ମହାନ ସ୍ବଧୀନତା ସଂଗ୍ରାମୀ ତଥା ଆଦିବାସୀ ଜନନାୟକ ଶହୀଦ ଲକ୍ଷ୍ମଣ ନାୟକଙ୍କ ୧୨୭ତମ ଜୟନ୍ତୀ ରବିବାର ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି।…

ଗୌରବ ଆଣିଲା ଭଞ୍ଜନଗର ରୋଟାରୀ କ୍ଲବ, ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରି…

ଭଞ୍ଜନଗର,୨୨ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବ ୨୦୨୫-୨୬ ଆର୍ଥିକ ବର୍ଷରେ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରିଛି।…

ଅକ୍ୱାନ ଜନିତ ବର୍ଷାରେ ଉଜୁଡ଼ିଲା ପାଚିଲା ଧାନ, ଚିନ୍ତାରେ ଚାଷୀକୁଳ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ସାମୁଦ୍ରିକ ବାତ୍ୟା ‘ଅକ୍ୱାନ’ ଜନିତ ଲଗାଣ ବର୍ଷା ଯୋଗୁ ଦିଗପହଣ୍ଡି ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳର ଶହଶହ ଏକର ଖାଲୁଆ ଚାଷଜମିରେ ପାଚିଲା…

ବାତ୍ୟା କ୍ଷୟକ୍ଷତି ଆକଳନ: ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ,୨୨।୧୧: ବାତ୍ୟା ଯୋଗୁଁ ଗଞ୍ଜାମ ଜିଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବା ପାଇଁ ଆସନ୍ତାକାଲି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ…

ନଭେମ୍ବର ୩୦ରୁ ଧାନ ସଂଗ୍ରହ, କ୍ୱିଣ୍ଟାଲ ପିଛା ଚାଷୀ ପାଇବେ ଏତିକି ଟଙ୍କା…

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ଆସନ୍ତା ନଭେମ୍ବର ୩୦ରୁ ସମ୍ବଲପୁର ଜିଲାରେ ଚଳିତ ଖରିଫ ବିପଣନ ଋତୁ-୨୦୨୬-୨୭ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟର…

ଡାକ୍ତରଙ୍କୁ ମାରି ଦାନ୍ତ ଭାଙ୍ଗିଦେବା ଘଟଣାରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଜଣେ ଡାକ୍ତର ପ୍ରାର୍ଥ ସାରଥି ତ୍ରିପାଠୀଙ୍କୁ କାର୍‌ରୁ ଟାଣି ନେଇ ମରଣାନ୍ତକ ଆକ୍ରମଣ…

ଧାନ ସଂଗ୍ରହ କମିଟି ବୈଠକରେ ତାତି: ଅଧାରୁ ଉଠି ପଳାଇଲେ ବିଧାୟକ

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ରବିବାର ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ (ଡିଏଲପିସି)କୁ ବର୍ଜନ କରି ଉଠିଯାଇଛନ୍ତି ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ…

ଗାଈକୁ ବଞ୍ଚାଇବାକୁ ଯାଇ ହୋର୍ଡିଂରେ ପିଟିହେଲା ବାଇକ୍‌, ଚାଳକ ମୃତ: ଆମ୍ବୁଲାନ୍ସ ନ ପହଞ୍ଚିବାରୁ ଅସନ୍ତୋଷ, ୨ ଘଣ୍ଟା ପରେ ଆସିଲା ମହାପ୍ରୟାଣ ଗାଡ଼ି

ପାରଳାଖେମୁଣ୍ଡି, ୨୨।୧୧(ଗିରିଧାରୀ ପରିଛା): ରାସ୍ତାରେ ହଠାତ୍‌ ଗାଈ ଆସିଯିବାରୁ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ହୋର୍ଡିଂ ବୋର୍ଡକୁ ଧକ୍କା ଦେଲା ବାଇକ୍‌। ଏହି ଦୁର୍ଘଟଣାରେ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?