ଚାଲିରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଚାଲିଚଳଣ ଏବଂ ଭାବଭଙ୍ଗୀରୁ ବ୍ୟକ୍ତିତ୍ୱ ସମ୍ପର୍କରେ ଅନେକ କଥା ଜାଣିହୁଏ। ତେବେ ଆସନ୍ତୁ ଜାଣିବା ବ୍ୟକ୍ତିଙ୍କ ଚାଲି ତାଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କ’ଣ ସୂଚନା ଦିଏ…

* ଶୀଘ୍ର ଶୀଘ୍ର ଚାଲୁଥିବା ବ୍ୟକ୍ତିମାନେ ସର୍ବଦା ଏନର୍ଜେଟିକ୍‌ ଥା’ନ୍ତି। ଏହି ବ୍ୟକ୍ତିମାନେ ଆତ୍ମବିଶ୍ୱାସୀ, ସାହସୀ ତଥା ସବୁ ପରିସ୍ଥିତିକୁ ସାମ୍‌ନା କରିବାର ଦମ୍ଭ ରଖନ୍ତି।

* ଆସ୍ତେ ଆସ୍ତେ ଚାଲୁଥିବା ବ୍ୟକ୍ତି ସାଧାରଣତଃ ଧୀର ସ୍ବଭାବର ହୋଇଥାନ୍ତି। ଏମାନେ ସର୍ବଦା ସଜାଗ ଥା’ନ୍ତି ଏବଂ ନିଜ ଦୁନିଆରେ ରହିବାକୁ ପସନ୍ଦ କରିଥାନ୍ତି। ଅନ୍ୟମାନଙ୍କ ସହ ଉତ୍ତମ ଯୋଗାଯୋଗ ରଖିବାରେ ଏମାନେ ପ୍ରବୀଣ ଥା’ନ୍ତି।

* ଗୋଡ ଘୋଷାଡି ଚାଲୁଥିବା ବ୍ୟକ୍ତି ସାଧାରଣତଃ ଅଳସୁଆ ସ୍ବଭାବର ହୋଇଥାନ୍ତି। ସେମାନଙ୍କଠାରେ ଆତ୍ମବିଶ୍ୱାସ କମ୍‌ ଥାଏ। ଏମାନେ ନିଜକୁ ଚିନ୍ତା ଏବଂ ଅବସାଦ ମୁକ୍ତ କରିପାରନ୍ତି ନାହିଁ।

* ଜୋର ପାଦ ପକେଇ ଚାଲୁଥିବା ବ୍ୟକ୍ତିଙ୍କଠାରେ ପିଲାଳିଆମି ଗୁଣ ଅଧିକ ଥାଏ। ଏମାନେ ସାଧାରଣତଃ ବଦ୍‌ରାଗି ସ୍ବଭାବର ହୋଇଥାନ୍ତି।

* ଲମ୍ବା ପାହୁଣ୍ଡ ପକେଇ ଚାଲୁଥିବା ବ୍ୟକ୍ତିମାନେ ମଲ୍ଟି ଟାସ୍କିଙ୍ଗ୍‌ ହୋଇଥାନ୍ତି। ଏକା ସଙ୍ଗେ ଅନେକଗୁଡିଏ କାମ କରିପାରୁଥିବା ହେତୁ ଏମାନଙ୍କଠାରେ ଆତ୍ମ ବିଶ୍ୱାସ ମଧ୍ୟ ଭରପୂର ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri