ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ ପାଇଁ ଏହି ନିୟମକୁ କୋହଳ କରିଛନ୍ତି। ଫଳରେ ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଚାଷୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ପ୍ରମୁଖ ଚାଷ ଭାବେ କନ୍ଧମାଳ ଜିଲାର ହଳଦୀ ହୋଇଥିବା ବେଳେ ଏହା କୃଷକର ମେରୁଦଣ୍ଡ ବୋଲି କୁହାଯାଉଛି। ଏହି ଚାଷ ସମୟରେ ସାମାଜିକ ଦୂରତ୍ୱକୁ ମାନିବାକୁ ପରାମର୍ଶ ଦିଆଯାଇଛି। ତେବେ ଚାଷ ସମୟରେ ଏହାକୁ ଚାଷୀ ଏବଂ ତାଙ୍କ ପରିବାର ମାନୁଛନ୍ତି। ଚାଷୀମାନେ ନିଜ ଜମିରେ ଭୋର୍‌ ସମୟରେ ପହଞ୍ଚି ପୂର୍ବାହ୍ନ ୧୧ଟା ସୁଦ୍ଧା ଘରକୁ ଫେରୁଛନ୍ତି। ଉକ୍ତ ବ୍ଳକର ବୁଡ଼ାଗୁଡ଼ା, ଗୁମିକିଆ, ସିମନବାଡ଼ି, ବାଡାବାଙ୍ଗା, କିରିକୁଟି, ପର୍ତ୍ତମାହା, ଭ୍ରମରବାଡ଼ି, ସିଆଙ୍ଗବାଲି, ଦାସିଂବାଡ଼ି ପଞ୍ଚାୟତରେ ଚାଷୀ ହଳଦୀ ଚାଷକାର୍ଯ୍ୟକୁ ତ୍ୱରାନ୍ବିତ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri