ଚାଷୀଙ୍କୁ କ୍ଷତିପୂରଣ ନେଇ ଦାବିପତ୍ର

ବଡ଼ସାହି,୧୨ା୧୧(ସ୍ବ.ପ୍ର)- ବୁଲ୍‌ବୁଲ୍‌ ବାତ୍ୟା ଯୋଗୁ ବଡ଼ସାହି ବ୍ଲକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ଧାନ ଓ ପରିବା ଚାଷର ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଦାବି ହୋଇଛି। ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଉଦ୍ଦେଶ୍ୟରେ ବଡ଼ସାହି ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ବାତ୍ୟାରେ ଧାନ ଓ ପରିବା ଫସଲ ବ୍ୟାପକ ପରିମାଣରେ ନଷ୍ଟ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ କରାଯାଇ ତଥ୍ୟ ପ୍ରଦାନ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି ା ଏହାର ଏକ ନକଲ ବଡ଼ସାହି ଅତିରିକ୍ତ ତହସିଲଦାରଙ୍କୁ ମଧ୍ୟ ପ୍ରଦାନ କରାଯାଇଛି ା ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ବିଜେଡି ଯୁବ ସଭାପତି ନୀହାର ରଞ୍ଜନ ମହାପାତ୍ର, ରାକେଶ ମହାପାତ୍ର, ବିଶ୍ୱଜିତ ଦାସ, ରାଜେନ୍ଦ୍ର ବେହେରା, ଗୋପାଳ ମହାନ୍ତି, ତପନ କୁମାର ବେହେରା, ସଞ୍ଜୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri