ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ ନିମନ୍ତେ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଜିଲା ସଂସ୍କୃତି ଭବନରେ ଏକ ଆଲୋଚନାଚକ୍ର ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନାରେ ଜିଲା କୃଷି, ଉଦ୍ୟାନ, ମତ୍ସ୍ୟ, ପଶୁ ସମ୍ପଦ, ସମବାୟ ବିଭାଗର ବହୁ ଜିଲାସ୍ତରୀୟ ଅଧିକାରୀ ତଥା ଲିଡ୍‌ ବ୍ୟାଙ୍କ ମ୍ୟାନେଜର୍‌ (ଏଲଡିଏମ) ଭଦ୍ରକ, ରାଣୀତାଲ କୃଷିବିଜ୍ଞାନ କେନ୍ଦ୍ରର ବରିଷ୍ଠ କୃଷି ବିଜ୍ଞାନୀ, ଡିଡିଏମ ନାବାର୍ଡ ପ୍ରମୁଖ ଯୋଗ ଦେଇ ଚାଷୀଙ୍କ ଆର୍ଥିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଆଜି…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri