ଚାଷୀଙ୍କ ଆନ୍ଦୋଳନ ଜାରି, ଜାତୀୟ ରାଜପଥ ଅବରୋଧ

ସମ୍ବଲପୁର, ୨୧।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଟୋକନକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଛି। ଗୁରୁବାର ଚାଷୀ ସଂଗଠନ ପକ୍ଷରୁ ଘୋଷଣା ମୁତାବକ ଅପରାହ୍ନ ୧ଟାରୁ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଜାଜୀୟ ରାଜପଥ ୫୫ ବରେଇପାଲି ଛକ ନିକଟରେ ଶତାଧିକ ଚାଷୀ ରାସ୍ତା ଉପରେ ଧାନ ଗାଡି ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?