Posted inଫୁରସତ

ଚା’ ଲାଗିବ ବିୟର୍‌ ପରି

ସକାଳକୁ ତାଜା ଓ ସତେଜ କରେ କପେ ଚା’। ଏହା ବିନା ତ ଅନେକଙ୍କର ଦିନ ଆରମ୍ଭ ହୁଏନା। ତେବେ କାହାକୁ କେଉଁ ପ୍ରକାର ଚା’ ପସନ୍ଦ ଥାଏ। ସ୍ବାସ୍ଥ୍ୟ ସଚେତନ ବ୍ୟକ୍ତି ଗ୍ରୀନ୍‌ ଟି, ବ୍ଲାକ୍‌ ଟି ପିଉଥିବା ବେଳେ ଅନ୍ୟମାନେ କ୍ଷୀର ପକା ସ୍ବାଦିଷ୍ଟ ଚା’ ପସନ୍ଦ କରନ୍ତି। ଚା’ର ଅନେକ ପ୍ରକାର ବି ରହିଛି। ତେବେ ନିକଟରେ ଏମିତି ଚା’ ଆସିଛି ଯାହା ନିଶାସକ୍ତ ବ୍ୟକ୍ତିଙ୍କୁ ନିଶ୍ଚୟ ଭଲ ଲାଗିବ। କାରଣ ଏହାର ସ୍ବାଦ ବିୟର ପରି। ହେଲେ ଏଥିରେ ଆଲକୋହଲ୍‌ ଆଦୌ ନାହିଁ। ‘ଭିକ୍ଟୋରିଆ ବିଟର୍‌’ ନାମକ ଅଷ୍ଟ୍ରେଲୀୟ ବିୟର କମ୍ପାନୀ ଏହାକୁ ତିଆରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri