ଚିକିଛା ଲାଗି ଟଁକା ଅଭାବ୍‌: ଭଗବାନ ଭରସାରେ କର୍କଟ ରୁଗୀ ରତନୀ

ପର୍ଲା, ୧୨ା୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍‌ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍‌ ହେଲା କର୍କଟ ରୋଗ୍‌ରେ ପିଡ଼ିତ୍‌ ଅଛନ୍‌। ପରିବାର ଲୋକ୍‌ ଧାରଉଧାର କରି କଟକ ବଡ଼ ଡାକ୍‌ତରଖାନା ନେଇଥିଲେ। ହେଲେ ଟଁକା ପଏସା ଅଭାବୁ ତାହାକୁ ଘରକେ ଫିରେଇ ଆନ୍‌ଲେ। ସେଦିନ୍‌ଠାନୁ ରତନି ଚିକିଛା ଅଭାବୁ ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌।
ସୂଚନା ଅନ୍‌ସାରେ ମଙ୍ଗଳପୁର ଗଁାର ହୀରାଧର ନାଏକ(୫୮)। ପରିବାର କହେଲେ ରତନୀ ନାଏକ(୫୫), ଦୁଇ ପୁଓ ଶଙ୍କଧର(୩୦) ଆର ଦୁଶମନ୍ତ(୨୭)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌, ଜମିବାଡ଼ି ଦୁଇ ଟୁକ୍‌ରି ରହିଛେ। ହେଲେ କୁଟୁମବସିଆ କୁଲିମଜୁରି କରି ଚଲୁଛନ୍‌। ଅଭାବ ଅନାଟନ ସବୁବେଲେ ଲାଗି ରହିଛେ। ସରକାରୀ ସାହାଯ୍‌ କହେଲେ ପରିବାରଟା ଅନ୍ତ୍ୟୋଦୋୟ ଅନ୍ନପୂର୍ଣ୍ଣା ଯୋଜନାରେ ମାସିକ ୩୫ କେ.ଜି. ଚାଉଲ ପାଉଛନ୍‌। ଏନ୍‌ତା ପରିସ୍ଥିତିରେ ଆଏଜ୍‌କେ ୭ ମାସ ତଲେ ରତନୀକଁର ଟୁଁଡ଼େ ଗୁଟେ ଘା’ ହେଇଥିଲା। ପରିବାର ଲୋକ୍‌ ତାହାକୁ ଆସରପାସର ଡାକ୍‌ତରଖାନାରେ ଦେଖାଲେ। ହେଲେ କିଛି ଲାଭ ନାଇଁହେଲା। ଏନ୍‌ତାଥି ଘରର ଖୁରିଗିନା ବଁଧା ପକେଇ ରତନୀକୁଁ ଚିକିଛା ଲାଗି ଭବାନୀପାଟଣା ଜିଲା ମୁଖିଆ ଡାକ୍‌ତରଖାନା ନେଇଥିଲେ। ସେଠାନେ ଡାକ୍‌ତର ପରୀକ୍ଷା ନିରୀକ୍ଷା କରି ଚିକିଛା ଲାଗି କଟକ ବଡ଼ ଡାକ୍‌ତରଖାନା ନେବାକେ ପରାମଶ ଦେଇଥିଲେ। ଟଁକା ପଏସା ଅଭାବୁ ହୀରାଧର ନିଜର ଦୁଇ ଟୁକ୍‌ରି ଚାଷଜମି ବିକି ରତନୀକୁଁ କଟକ ବଡ଼ ଡାକ୍‌ତରଖାନା ନେଇଥିଲେ। ସେଠାନେ ପାଖାପାଖି ୪୦ ଦିନ୍‌ ଧରି ଚିକିଛା କରାଲେ। ହେଲେ ଟଁକା ପଏସା ସରିଗଲାରୁ ହୀରାଧର ମୁହୁକାନ ଶୁଖେଇ ରତନୀକଁର ଅଧାତିଆ ଚିକିଛା କରି ଘରକେ ଫିରିଆଏଲେ। ସେଦିନ୍‌ଠାନୁ ରତନି ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌। ଇଆଡ଼େ ଚିକିଛା ଅଭାବୁ ରୋଗ୍‌ ଦିନୁଦିନ୍‌କେ ବଢ଼ତେଲ ଯାଉଛେ। ପରିବାରର ସ୍ବାସ୍ଥ୍ୟ ବୀମା କାର୍ଡ ରହିଛେ, ହେଲେ ସେଟା କିଛି କାମେ ନାଇଁ ଲାଗ୍‌ଲା ବଲି ପରିବାର ଲୋକ୍‌ ଅଭିଯୋଗ କରିଛନ୍‌। ଏନ୍‌ତାଥି ଇ ଦୁଖି ପରିବାର ଉପରେ ଜିଲା ପରଶାସନ ଆର ସୁଆସ୍‌ତିଅ ବିଭାଗ ଦୁରୁଷ୍‌ଟି ଦେଇ ରତନିକୁଁ ସରକାରୀ ଚିକିଛା ସାହାଯ୍‌ ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌। ଇ ବାବ୍‌ଦେ ଜିଲା ମୁଖିଆ ଚିକିଛା ଅଧ୍‌କାରୀ ଡା.ଜଗୁଲାଲ ଅଗ୍ରଓ୍ବାଲକୁଁ ପଚ୍‌ରାଲାରୁ ପରିବାର ଲୋକ୍‌ ରୁଗୀକୁଁ ଜିଲା ମୁଖିଆ ଡାକ୍‌ତରଖାନାରେ ଭରତି କଲେ ତାକର ପରୀକ୍ଷା ନିରୀକ୍ଷା କରାଯିବା। ଦରକାର ପଡ଼ଲେ ଅପରେଶନ ଟଁକା ବି ସରକାର ବହନ କରବେ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri