ଚିକିଟିରେ ଅଞ୍ଚଳରେ ହାତି ଉପଦ୍ରବ

ଚିକିଟି,୧୨ା୧(ଡି.ଏନ.ଏ.)-ଚିକିଟି ବନବିଭାଗ ଅଧୀନରେ ଥିବା ବିଭିନ୍ନ ଗ୍ରାମାଞ୍ଚଳରେ ଦୀର୍ଘ ୧୦ଦିନ ଧରି ହାତିଙ୍କ ଉପଦ୍ରବ ଲାଗି ରହିଛି। ଶନିବାର ବିଳମି୍ବତ ରାତ୍ରିରେ କୃଷ୍ଣନଗର, ବଇରବାଡ ଗ୍ରାମ ନିକଟରେ ଥିବା ପି.ବାଇରାମା ଓ ପି.ଧର୍ମାଙ୍କ ସମେତ ୪ ଜଣଙ୍କର ଧାନଖଳାରେ ହାତୀମାନେ ଦଳିଚକିଟି ନଷ୍ଟ କରିଛନ୍ତି । ସନ୍ଧ୍ୟା ହେଲେ ହାତୀ ଜନବସତିଆଡକୁ ମାଡିଆସଛନ୍ତି। ଧାନ ଅମଳ ଚାଲଥିବାରୁ ଚାଷୀମାନଙ୍କୁ ଧାନଖଳାରେ ଶୋଇବା ଏବଂ ଯିବା ଆସିବା କରିବାକୁ ଲୋକେ ଭୟ କରୁଛନ୍ତିି। ବର୍ତ୍ତମାନ ଚାନ୍ଦପୁର ଗ୍ରାମ ନିକଟ ତୋଟା ଗ୍ରାମ ନିକଟରେ ଥିବା ଜଙ୍ଗଲରେ ୧୦ଟି ହାତିପଲ ରହିଥିବା ବନବିଭାଗ ପକ୍ଷରୁ କୁହାଯାଇଛି। ରାଧାମୋହନପୁର, ଗୋବିନ୍ଦନଗର, ଝିଙ୍କିପଦର, ଭାଲିଆଗଡ, ଏରେଣ୍ଡା୍ର, କୃଷ୍ଣନଗର ଆଦି ଇଲାକାରେ ୧୦ରୁ ଊର୍ଦ୍ଧ୍ୱ ଚାଷୀଙ୍କର ଧାନ ସହ ବିଭିନ୍ନ ଫସଲ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହେଉଛି। । ଏହାର ଆକଳନ କରି କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି । ଚିକିଟି ବନବିଭାଗ ପକ୍ଷରୁ ହାତି ଘଉଡାଇବା ପାଇଁ ଟ୍ରାକ୍‌ ପ୍ରସ୍ତୁତ କରାଯାଇଥିଲେ ସୁଦ୍ଧା ସଫଳ ହେଉନଥିବାରୁ ଲୋକମାନେ ରାତ୍ରି ଅନିଦ୍ରା ରହି ଗ୍ରାମରେ ଜଗୁୁଛନ୍ତିି । ସମ୍ପୃକ୍ତ ଇଲାକାରେ ସନ୍ଧ୍ୟାରେ ବିଦ୍ୟୁତ କାଟ୍‌ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri