ଚିକିତ୍ସାରେ ଅବହେଳା ଅଭିଯୋଗ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଜଣେ ରୋଗୀଙ୍କୁ ଅପରେଶନ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରୋଗୀଙ୍କୁ ନିଶ୍ଚେତକ ଦେଇ ଦୀର୍ଘ ସମୟ ଯାଏ ଡାକ୍ତର କିମ୍ବା ନର୍ସ କେହି ଦେଖାଦେଲେ ନାହିଁ। ଫଳରେ ରୋଗୀଙ୍କ ପରିବାର ପକ୍ଷରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଗୁରୁବାର ସନ୍ଧ୍ୟାରେ ବାଲେଶ୍ବର ସହର କୁରୁସ୍ଥିତ ଏକ ବେସରକାରୀ ହସ୍ପିଟାଲ ପରିସରରେ ଏପରି ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ରୋଗୀ ଜଣକ ହେଲେ ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ହେମ ବେହେରାଙ୍କ ପୁଅ ଗୌତମ। ଗୁରୁବାର ଅପରାହ୍ନରେ ଅପରେଶନ ପାଇଁ ତାଙ୍କୁ ନିଶ୍ଚେତକ ଦିଆଯାଇଥିଲା। ଡାକ୍ତର ନିଶ୍ଚେତକ ଦେବା ପରେ ରୋଗୀଙ୍କୁ ଚାଲିଯିବାକୁ କହିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri