ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକ

ବାଲେଶ୍ୱର ଅଫିସ,୧୩।୧୦: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ସ୍ବାମୀ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୋଲିସ ଫାଣ୍ଡିରେ ରବିବାର ସନ୍ଧ୍ୟାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯିବ ବୋଲି ଆଇଆଇସି ସରୋଜିନୀ ନାୟକ ସୂଚନା ଦେଇଛନ୍ତି।
ସଦର ଥାନା ଅଧୀନ ପରିଖି ଅଞ୍ଚଳର ହରେକୃଷ୍ଣ ଗିରିଙ୍କ ସ୍ତ୍ରୀ ସୁମନ ପ୍ରସୂତି ନିମନ୍ତେ ଶନିବାର ସନ୍ଧ୍ୟା ପ୍ରାୟ ୭ଟା ୨୬ ମିନିଟ୍‌ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ଗର୍ଭ ଯନ୍ତ୍ରଣାରେ କଷ୍ଟ ପାଉଥିବା ବେଳେ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା ନିମନ୍ତେ ଅନୁରୋଧ କରିଥିଲେ। ଦୀର୍ଘ ୪ଘଣ୍ଟା ପରେ ରାତି ୧୧ଟା ୪୫ ମିନିଟ୍‌ ସମୟରେ ଡାକ୍ତର ପହଞ୍ଚତ୍ ସୁମନଙ୍କୁ ଚିକିତ୍ସା କରି ସ୍ବାଭାବିକ ଭାବେ ପ୍ରସବ ହେବ ବୋଲି କହି ଆଶ୍ୱାସନା ଦେଇଥିଲେ। ରାତି ସାରା ସୁମନ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ରବିବାର ପୂର୍ବାହ୍ନ ୯ଟାରେ ଅନ୍ୟ ଜଣେ ଡାକ୍ତର ପହଞ୍ଚତ୍ ଚିକିତ୍ସା କରିଥିଲେ। ପୂର୍ବାହ୍ନ ୧୦ଟା ବେଳେ ତାଙ୍କର ମୃତ ଶିଶୁକନ୍ୟା ଜନ୍ମ ହୋଇଥିଲା। ଏହାକୁ ନେଇ ପରିବାର ଲୋକେ ଓ ସମ୍ପର୍କୀୟମାନେ ଅସନ୍ତୁଷ୍ଟ ହେବା ସହ ଚିକିତ୍ସା ଅବହେଳାରୁ ମହିଳାଙ୍କର ପ୍ରଥମ ସନ୍ତାନଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?