ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା ଜଣାପଡ଼ିଛି ା
ସୂଚନାଯୋଗ୍ୟ, ସାଇ ପ୍ରିୟା ନଗର ଏଫ୍‌ସିଆଇ ଗୋଦାମ ସମ୍ମୁଖରେ ରହୁଥିବା ରଶ୍ମୀରଞ୍ଜନ ଖଟୁଆ(୪୯) ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନେଇଥିଲେ। ବରିଷ୍ଠ ବିଭାଗର ୩୪ ନମ୍ବର ବେଡ୍‌ରେ ରହି ଚିକତ୍ସିତ ହେଉଥିଲେ। ତେବେ ଚିକିତ୍ସା ଅଭାବରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ଚିକିତ୍ସାଳୟ ସମ୍ମୁଖରେ ଚାପା ଉତ୍ତେଜନା ଲାଗିରହିଛି। ଚିକିତ୍ସାଳୟ ତରଫରୁ କୁହାଯାଇଛି ଯେ, ଚିକିତ୍ସାରେ ଯଦି କୌଣସି ଅବହେଳା ହୋଇଥିବ ତେବେ ନିୟମାନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri