ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ ଗଲେ ରଘୁମଣି

ଜୁନାଗଡ,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ତଥା ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ହସ୍ତକ୍ଷେପ କରିଛନ୍ତି। ଗତ କିଛି ଦିନ ହେବ ଅନ୍ତଃ ନଳୀରେ ଘା’ ଯୋଗଁ ସେ ଦିନରାତି ବିଛଣାରେ ଶୋଇ ରହିଥିଲେ। ଅସ୍ତ୍ରୋପଚାର କଲେ ସେ ଆରୋଗ୍ୟ ହେବେ ବୋଲି ଡାକ୍ତର ପରାମର୍ଶ ଦେଇଥିଲେ। ତେବେ ଅର୍ଥାଭାବରୁ ତାଙ୍କ ଅସ୍ତ୍ରୋପ୍ରଚାର ହୋଇପାରୁ ନ ଥିଲା। ଏହାକୁ ନେଇ ପରିବାର ଲୋକେ ଚିନ୍ତାରେ ରହିଥିଲେ। ଗତ ୧୩ ତାରିଖ ଧରିତ୍ରୀରେ ଏହି ଖବର ପ୍ରକାଶ ପାଇବା ପରେ ଘଟଣା ଲୋକଲୋଚନକୁ ଆସିଥିଲା। ଏ ସମ୍ପର୍କରେ ମନ୍ତ୍ରୀ ମିଶ୍ର ଜାଣଲା ପରେ ରଘୁମଣିଙ୍କ ଚିକିତ୍ସା ବ୍ୟବସ୍ଥା କରିବା ଓ ରେଡ୍‌କ୍ରସରୁ ସହାୟତା ଦେବା ପାଇଁ ଜିଲା ପ୍ରଶାସନ ଓ ଜିଲା ସ୍ବାସ୍ଥ୍ୟ ବିଭାଗକୁ ପତ୍ର ଲେଖିଥିଲେ। ଏହାପରେ ରଘୁମଣିଙ୍କୁ ଚିକିତ୍ସା ପାଇଁ କଟକ ଆଚାର୍ଯ୍ୟ ହରିହର କ୍ୟାନସର ଡାକ୍ତରଖାନା ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?