Posted inଫୁରସତ

ଚିକୁନଗୁନିଆକୁ ରୋକିବ ଯନ୍ତ୍ର

ନ୍ୟୁୟର୍କ: ୟୁଏସ୍‌ ସେଣ୍ଟର୍ସ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ(ସିଡିଓ)ର ଗବେଷକମାନେ ଏକ ଡିଭାଇସ୍‌ ବିକାଶ କରିଛନ୍ତି ଯାହା ମାଈ ମଶାଙ୍କୁ ଆକର୍ଷିତ କରିପାରିବ। ମଶା ଅଣ୍ଡା ଦେବାକୁ ଜାଗା ଖୋଜୁଥିବା ସମୟରେ ଏହି ଯନ୍ତ୍ର ମଶାକୁ ଟ୍ରାପ୍‌ କରିିବ। ଜର୍ନାଲ ପିଏଲ୍‌ଓଏସ୍‌ରେ ଏ ସମ୍ପର୍କିତ ତଥ୍ୟ ପ୍ରକାଶ ପାଇଛି। ଅଟୋସାଇଡାଲ ଗ୍ରାଭିଡି ଓଭିଟ୍ରାପ(ଏଜିଓ ଟ୍ରାପ) ନାମକ ଯନ୍ତ୍ର ଆମେରିକାର ପୁର୍ଟୋରିକୋରେ ପରୀକ୍ଷା କରାଯାଇଛି। ଯେଉଁ ପରିବାରରେ ଏହି ଯନ୍ତ୍ରକୁ ରଖାଯାଇଥିଲା ସେହି ପରିବାରରେ ଏଜିଓ ଟ୍ରାପ ରଖାଯାଇନଥିବା ପରିବାର ତୁଳନାରେ କମ୍‌ ପଜିଟିଭ କେସ୍‌ ମିଳିଥିଲା। ଏହି ଡିଭାଇସ ପୂରା କେମିକାଲମୁକ୍ତ। ଏହା ସହଜରେ ଏଡିଶ ମଶାର ବଂଶବୃଦ୍ଧିକୁ ନିୟନ୍ତ୍ରଣ କରିବା ସହ ସଂକ୍ରମଣ ମୁକ୍ତ କରିବ। ଏଜିଓ ଟ୍ରାପ ଅଧିକ ଲୋକ ବସବାସ କରୁଥିବା ଅଞ୍ଚଳରେ କିଭଳି କାମ କରିବା ତାହା ଉପରେ ସମୀକ୍ଷା କରାଯିବାପରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri