ଚିଟ୍‌ଫଣ୍ଡ ଅର୍ଥ ଫେରସ୍ତ ଦାବି: ଏଜେଣ୍ଟଙ୍କ ବିରୋଧରେ ଏତଲା ଦେଲେ ଜମାକାରୀ

ରେମୁଣା, ୩୦।୮(ଡି.ଏନ.ଏ.)-ରେମୁଣା ଥାନା ଅଧୀନ ବିଦ୍ୟାଧରପୁର ଗଁାର କେତେକ ଚିଟ୍‌ଫଣ୍ଡ ଜମାକାରୀ ସେହି ଗଁାର ଜଣେ ଏଜେଣ୍ଟଙ୍କ ନଁାରେ ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଏଜେଣ୍ଟ ବିଭିନ୍ନ କମ୍ପାନୀ ସମ୍ପର୍କରେ ଗଁାର ଲୋକ ବିଶେଷକରି ମହିଳାଙ୍କ ମଧ୍ୟରେ ବିଶ୍ୱାସ ଜନ୍ମାଇ ସେମାନଙ୍କଠାରୁ ଟଙ୍କା ଉଠାଣ କରିଥିଲେ। ସ୍ବଳ୍ପ ସମୟରେ ଜମା କରାଯାଉଥିବା ଅର୍ଥ ଦ୍ୱିଗୁଣିତ ହେବାର ଲୋଭ ଦେଖାଇବା ପରେ ଅର୍ଦ୍ଧଶିକ୍ଷିତ ଗରିବ ମହିଳାମାନେ ପ୍ରଲୋଭନର ବଶବର୍ତ୍ତୀ ହୋଇ ଟଙ୍କା ଜମା କରିଥିଲେ। ଜଣେ ଜଣେ ମହିଳା ୫୦ ହଜାରରୁ ଊର୍ଦ୍ଧ୍ୱ ଲେଖାଏ ଟଙ୍କା ଜମା କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଉକ୍ତ ଏଜେଣ୍ଟ ଜଣକ ସେମାନଙ୍କୁ ଧରାଛୁଅଁା ଦେଇ ନ ଥିଲେ। ସେ ଟଙ୍କା ବହିରେ ଜମା କରି ନ ଥିବା ଜମାକାରୀମାନେ ଅଭିଯୋଗ କରିଥିଲେ। ତେଣୁ ବାଧ୍ୟ ହୋଇ ମହିଳାମାନେ ଏଜେଣ୍ଟଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏତଲା ଗ୍ରହଣ କରିବା ସହିତ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ଫେରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri