ଚିତୋର ସ୍ବତନ୍ତ୍ର ଟ୍ରେନ୍‌ରେ ଓଡ଼ିଶା ଫେରିଲେ ୧୨ ଶହ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ଚିତୋରରୁ ଭଦ୍ରକ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ରେଳ ଷ୍ଟେଶନରେ ଗୁରୁବାର ପହଞ୍ଚିଛି। ୩୦ ଜିଲାରୁ ୧୨ଶହ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ଜଗନ୍ନାଥପୁର ଷ୍ଟେଶନରେ ୨୧ଟି ଜିଲାରୁ ୧ ହଜାର ଓହ୍ଲାଇଥିବା ବେଳେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ୯ଟି ଜିଲାର ୨୦୦ ପ୍ରବାସୀ ଓହ୍ଲାଇଛନ୍ତି। ଏଥିରେ କଟକ, କେନ୍ଦ୍ରାପଡ଼ା ଜଗତସିଂହପୁର, ବରଗଡ଼ ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ,ପୁରୀ, ସୁବର୍ଣ୍ଣପୁର ଜିଲାର ପ୍ରବାସୀ ଅଛନ୍ତି। ସମସ୍ତଙ୍କ ସ୍କ୍ରିନିଂ ଏବଂ ପଞ୍ଜୀକରଣ, ସ୍ବାସ୍ଥ୍ୟ ପରୀକ୍ଷା ପରେ ସ୍ବତନ୍ତ୍ର ବସ୍‌ ଯୋଗେ ସେମାନଙ୍କ ଅଞ୍ଚଳକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri