ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର: ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ବିଚ୍ଛିନ୍ନାଞ୍ଚଳ ଗସ୍ତ ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଯା’ ଆସ କରିବାରେ ଅସୁବିଧା ହେଉଛି। ଯିବା ଆସିବାରେ ଛଅ ଘଣ୍ଟା ସମୟ ଲାଗୁଛି। ତେଣୁ କ୍ଲଷ୍ଟରରେ ଆଠରୁ ଦଶଟି କ୍ୱାଟର ରହିବ। ଏଥିଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଶହେ କୋଟି ଟଙ୍କାରୁ ଦଶ କୋଟି ଟଙ୍କାରେ ଖୁବ୍‌ଶୀଘ୍ର ଏହି କ୍ଲଷ୍ଟର ନିର୍ମାଣ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri