ଚିତ୍ରରେ ସଚେତନତାର ବାର୍ତ୍ତା

ହାଟଡିହୀ, ୭।୫(ଡି.ଏନ.ଏ.)-କରୋନା ରୋଗକୁ ମୁକାବିଲା ଲାଗି ସମଗ୍ର ବିଶ୍ୱ ଏବେ ଏକଜୁଟ ହୋଇଛି। ସମସ୍ତେ ସାହାଯ୍ୟ ଓ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ୨ଜଣ ଯୁବକ ଚିତ୍ର ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି। ରମ୍ପାସ ପଞ୍ଚାୟତର ସୁଶାନ୍ତ ଜେନା ଓ ଦିଗନ୍ତ ଜେନା ନିଜ ଚିତ୍ର ତୂଳିରେ ଲୋକଙ୍କୁ ସଚେତନ କରିଚାଲିଛନ୍ତି। ଏମାନେ ଆକର୍ଷଣୀୟ ଚିତ୍ର କରି ଏଥିରୁ ଯାହା ରୋଜଗାର ହୁଏ ସେଥିରେ ପେଟ ପୋଷିଥାନ୍ତି। ଚିତ୍ର କରି କରୋନା ମୁକାବିଲା ପାଇଁ ଆହ୍ବାନ ଦେଇଛନ୍ତି। ଗରିବ ହେଲେ ବି ଅର୍ଥ ଅଭାବ ଏମାନଙ୍କ ମନୋବଳକୁ ହରାଇ ପାରିନି। କିନ୍ତୁ ଏହି ଦୁଇ ଯୁବକଙ୍କ ପ୍ରତି ବ୍ଲକ, ଉପଖଣ୍ଡ କିମ୍ବା ଜିଲା ପ୍ରଶାସନର ଦୃଷ୍ଟି ଏପର୍ଯ୍ୟନ୍ତ ପଡ଼ିନାହିଁ। ଏମାନଙ୍କୁ ସରକାରୀ ସ୍ତରରେ ସହାୟତା ଯୋଗାଇଦେବାକୁ ସ୍ଥାନୀୟ ଲୋକେ ନିବେଦନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri