ଚିତ୍ର ମାଧ୍ୟମରେ କରୋନା ସଚେତନତା

ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି ଏକ ଭିନ୍ନ ଢଙ୍ଗରେ ସଚେତନତାର ବାର୍ତ୍ତା ଦେଇଛନ୍ତି ବସ୍ତା ବ୍ଲକର ଏକ ଜାଗୃତି ଯୁବ ସଙ୍ଗଠନ। ବ୍ଲକର ବିଭିନ୍ନ ରାସ୍ତାରେ ଚିତ୍ର ମାଧ୍ୟମରେ ସମାଜକୁ ସଚେତନତାର ବାର୍ତ୍ତା ଦେଉଥିବା ଜଣାଯାଇଛି। ସଙ୍ଗଠନର ସଭାପତି ଦେବେନ୍ଦ୍ର ଘୋଷଙ୍କ ନେତୃତ୍ୱରେ ବସ୍ତା ବ୍ଲକର ବିଭିନ୍ନ ଅଞ୍ଚଳର ରାସ୍ତା ତଥା ବିଭିନ୍ନ ହାଟ ବଜାରେର କରୋନାର ଭୟାବହତାକୁ ଆଖି ଆଗରେ ରଖି ସଚେତନତାର ବାର୍ତ୍ତା ବାଣ୍ଟିଛନ୍ତି ା ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟି ରଖିବା ତଥା ସର୍ବୋପରି ଘରେ ରହିବାକୁ ଚିତ୍ର ମାଧ୍ୟମରେ ଜଣାଇଛନ୍ତି।ଏଥିରେ ତାଙ୍କୁ ସଙ୍ଗଠନର ଅଗ୍ରଣୀ ସଦସ୍ୟ ସୁନୀଲ ଜେନା, ପ୍ରଦୀପ ଗିରି, ଜିତେନ୍ଦ୍ର ବିଶ୍ୱାଳ, ରାଧାରମଣ ନାୟକ, ବଳରାମ ସାମନ୍ତ, ଅଚ୍ୟୁତ ଜେନା ଏବଂ ଅନ୍ୟମାନେ ସକ୍ରିୟ ସାହାଯ୍ୟ କରିଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ଡିସିପି, କହିଲେ…

କଟକ,୮।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣାରେ କଟକ ଡିସିପି ଖିଲାରୀ ରିଷିକେଶ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଡିସିପି କହିଛନ୍ତି, ଚନ୍ଦ୍ରିକା ବ୍ରିଜ ନିକଟକୁ…

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri