Posted inଜାତୀୟ

ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୨୯।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ। ଚିଦାମ୍ବରମ ସିବିଆଇ ହାଜତରେ ଥିବା ବେଳେ ଆଇଏନ୍‌ଏକ୍ସ ମିଡିଆର ପୂର୍ବତନ ମାଲିକ ଇନ୍ଦ୍ରାଣୀ ମୁଖାର୍ଜୀ କହିଛନ୍ତି ଚିଦାମ୍ବରମଙ୍କ ଗିରଫ ଏକ ଖୁସି ଖବର। ସୂଚନାଯୋଗ୍ୟ, ଇନ୍ଦ୍ରାଣୀଙ୍କ ବୟାନ ଆଧାରରେ ହିଁ ଚିଦାମ୍ବରମଙ୍କୁ ଗିରଫ କରାଯାଇଥିଲା। ୨୦୦୭ରେ ଚିଦାମ୍ବରମ ଅର୍ଥମନ୍ତ୍ରୀ ଥିବା ସମୟରେ ଆଇଏନ୍‌ଏକ୍ସ ମିଡିଆକୁ ବେଆଇନ ଭାବେ ପ୍ରାୟ ୩୦୫ କୋଟି ବିଦେଶୀ ଅର୍ଥ ଯୋଗାଣ ମାମଲାରେ ଏବେ ଛନ୍ଦି ହୋଇ ପଡିଛନ୍ତି ଚିଦାମ୍ବରମ।


Enter your email to get our daily news in your inbox.

All Right Reserved By Dharitri.Com

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri