Posted inଜାତୀୟ

ଚିଦାମ୍ବରମ୍‌ଙ୍କ ଜନ୍ମ ଦିନରେ ପୁଅ କାର୍ତ୍ତି ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୬।୯ : ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ସୋମବାର ୭୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ଜନ୍ମଦିନରେ ସେ ଜେଲ୍‌ରେ ଥିବାରୁ ଏହା ପାଳନ ହୋଇପାରିବ ନାହିଁ। ସେ ୧୯୪୫ ସେପ୍ଟେମ୍ବର ୧୬ରେ ତାମିଲ୍‌ନାଡୁର କାନାଦୁକାନ୍ଥନଠାରେ ଜନ୍ମଗ୍ରହଣ କରିଥିଲେ। ବାପାଙ୍କ ଜନ୍ମଦିନ ଅବସରରେ ପୁଅ କାର୍ତ୍ତି ଚିଦାମ୍ବରମ୍‌ ଚିଠି ଲେଖି ଅଭିନନ୍ଦନ ଜଣାଇବା ସହିତ ଏଥିରେ ଉଲ୍ଲେଖ କରିଛନ୍ତି ଯେ, କେହି ଜଣେ ୫୬ ଇଞ୍ଚ ଲୋକ ଆପଣଙ୍କର କୌଣସି କ୍ଷତି କରି ପାରିବ ନାହିଁ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ନ ନେଇ ଏପରି ଲେଖିଛନ୍ତି। କଂଗ୍ରେସର ବରିଷ୍ଠ ନେତା ଚିଦାମ୍ବରମ୍‌ଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri