Posted inଜାତୀୟ

ଚିଦାମ୍ବରମ୍‌ଙ୍କ ଜାମିନ୍‌ର ନିଷ୍ପତ୍ତି ନେବେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୧।୮: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କୁ ଇଡ଼ି ଏବଂ ସିବିଆଇ ପକ୍ଷରୁ ଖୋଜା ଚାଲିଛି। ଦିଲ୍ଲୀ ହାଇକୋର୍ଟରେ ଜାମିନ୍‌ ଆବେଦନ ଖାରଜ ପରେ ଚିଦାମ୍ବରମ୍‌ ସୁପ୍ରିମ୍‌କୋର୍ଟରେ ଜାମିନ୍‌ ପାଇଁ ଆବେଦନ କରିଛନ୍ତି। ତେବେ ଏହା ଉପରେ ବିଚାରପତି ଏନ୍‌.ଭି. ରମଣା ବୁଧବାର କହିଛନ୍ତି ଯେ, ସେ ଏହି ଆବେଦନକୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ପାଖକୁ ପଠାଉଛନ୍ତି। ସେ ଏନେଇ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri