Posted inଖେଳ

ଚିନ୍ତାରେ ସାଇନା, କାଶ୍ୟପ, କିଡାମ୍ବି

ହାଇଦ୍ରାବଦ୍‌,୧୩।୩- ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ନୂଆ ନିର୍ଦ୍ଦେଶନାମା ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କୁ ଚିନ୍ତାରେ ପକାଇ ଦେଇଛି। ସାଇନା ନେହ୍ବାଲ, ତାଙ୍କ ସ୍ବାମୀ ପାରୁପଲ୍ଲୀ କଶ୍ୟପ, କିଡାମ୍ବି ଶ୍ରୀକାନ୍ତ ଅଲଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। କିନ୍ତୁ ଏବେ ସେମାନଙ୍କ ଭାରତ ଫେରିବା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାଶ୍ୟପ ଟୁଇଟ୍‌ କରି ଲେଖିଛନ୍ତି, ଆମେ ଏକ ଟୁର୍ନାମେଣ୍ଟ ପାଇଁ ବର୍ମିଂହାମ ଆସିଛୁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ନୂଆ ନିର୍ଦ୍ଦେଶନାମ ସମ୍ପର୍କରେ ଅଧିକ ଜାଣିନାହୁଁ। ଆମେ ତୁରନ୍ତ ସ୍ବାସ୍ଥ୍ୟାମନ୍ତ୍ରୀ ହର୍ଷ ବର୍ଦ୍ଦନଙ୍କ ସହ କଥା ହୋଇପାରିବୁ କି? ଉଲ୍ଲେଖଯୋଗ୍ୟ ଫେବୃୟାରୀ ୧୫ ତାରିଖ ପରେ କରୋନା ଦ୍ୱାରା ପ୍ରଭାବିତ ଦେଶ ଚାଇନା, କୋରିଆ, ଫ୍ରାନ୍ସ, ସ୍ପେନ ଓ ଜର୍ମାନୀରୁ ଭାରତକୁ ଫେରୁଥିବେ ଯାତ୍ରୀଙ୍କୁ ୧୪ ଦିନ କ୍ୱାରାଣ୍ଟାଇନରେ ରଖାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ଏହାର ଅର୍ଥ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଭାରତକୁ ଫେରିଲା ପରେ ଇଣ୍ଡିଆ ଓପନରେ ଖେଳିପାରିବେ ନାହିଁ, ଯାହାକି ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ଲାଗି ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri