ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ୍‌ ହିଷ୍ଟ୍ରୀ ରହିଛି। ସେମାନେ ଦିଲ୍ଲୀରୁ ଫେରି ଉଭୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି। ସେଥିରୁ ୩୪ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ରବିବାର ଅପରାହ୍ନରେ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ତାଙ୍କ ଆଖପାଖର ଘରଗୁଡ଼ିକୁ ସାନିଟାଇଜ୍‌ କରାଯାଉଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri