ଚିନ୍ତା ବଢ଼ାଇଲାଣି ଯାଜପୁର: ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri