ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩, କଂଗ୍ରେସର ପ୍ରଦୀପ କୁମାର ସ୍ବାଇଁ ୩୧୫ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ...

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ...

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ,...

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ...

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri