ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁ ରହିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ଦେଶର ବିଭିନ୍ନ ଅଞ୍ଚଳ ଦିଗରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?