ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଦାବିପତ୍ର

ବାରିପଦା ଅଫିସ,୫ା୧୦- ମୟୂରଭଞ୍ଜ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ଉପତ୍ଳ କୁମାର ଭଦ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହା ସହିତ ତାଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗର ସଚିବ ଓ ମନ୍ତ୍ରୀଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୧୪ରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ନିୟମିତ ପ୍ରକ୍ରିୟାରେ ଉପୁଜୁଥିବା ସମସ୍ୟା, ୨୦୧୨ରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ନିୟମିତ ପ୍ରକ୍ରିୟା ବିଳମ୍ବ ହେବା, ୨୦୧୬ରେ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କର ଓଏସଏସଟିଇଟି ଉଚ୍ଛେଦ କରାଯିବା ଆଦି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏହି ପ୍ରତିନିଧି ଦଳରେ ସଂଘର ଜିଲା ସମ୍ପାଦକ ବିଶ୍ୱଜିତ ବିଶ୍ୱାଳ, କୋଷାଧ୍ୟକ୍ଷ ରାଜେଶ ଶୁଭଙ୍କର, ସୂର୍ଯ୍ୟପ୍ରକାଶ ନାଏକ, ସୋନାଲି ପରିଡା, ପ୍ରବୀଣ ଚାନ୍ଦ, ବିଦ୍ୟା ଦାସ, ସୂର୍ଯ୍ୟନାଥ ବିଶ୍ୱାଳ ପ୍ରମୁଖଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି…

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ…

ଗୋରକ୍ଷକଙ୍କ ଉପରକୁ ଗୁଳି ଚଳାଇଲେ ଗୋତସ୍କର, ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବୈଶିଙ୍ଗା,୨୯।୪(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଦିନକୁ ଦିନ ଗୋରୁ ଚୋରା ଚାଲାଣ ବୃଦ୍ଧି ପାଉଥିବା ବେଳେ ଏହି ଗ୍ୟାଙ୍ଗ ସହ ଜଡ଼ିତ ଅସାମାଜିକ ବ୍ୟକ୍ତିମାନଙ୍କର…

ସ୍ବାମୀଙ୍କ ମୃତ୍ୟୁକୁ ୧୫ବର୍ଷ ପୂରିଲେବି ମହିଳାଙ୍କୁ ମିଳୁନି ଭତ୍ତା

ମୋରଡ଼ା,୨୮ା୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର କୁସୁମକୁଟି ଗ୍ରାମ ୧୪ ନମ୍ବର ୱାର୍ଡର ବିଧବା ମହିଳା ବୁଧୁ ହେମ୍ବ୍ରମ ଭତ୍ତା ପାଇବାରୁ…

ବାଇକ୍‌କୁ ପିଟିଲା ସ୍କର୍ପିଓ, ବସ୍‌ ସହ ମୁହାଁମୁହିଁ ହେଲା କାର୍‌, ଚାଲିଗଲା ୪ ଜୀବନ

କରଞ୍ଜିଆ,୨୭ା୪(କବିତା ମହାନ୍ତ) : ମୟୂରଭଞ୍ଜ କରଞ୍ଜିଆ ଥାନା ଅଞ୍ଚଳରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ସ୍କର୍ପିଓ ପିଟିଥିବାରୁ ବାଇକ୍‌ରେ ଯାଉଥିବା ସ୍ବାମୀ-ସ୍ତ୍ରୀଙ୍କ ଜୀବନ ଯାଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri