ଚେନ୍ନାଇରୁ ବୋଟ୍‌ରେ ଫେରିଲେ ୩୮ ଦାଦନ

ଚିକିଟି,୨୫ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜଳପଥ ଦେଇ ରାଜ୍ୟବାହାରେ ଫସିଥିବା ଲୋକେ ଘରକୁ ଫେରୁଛନ୍ତି। ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସୁନୁପୁର ମୁହାଣରେ ୩୮ଜଣ ଦାଦନ ଶ୍ରମିକ ଚେନ୍ନାଇରୁ ବୋଟ୍‌ରେ ଆସି ପହଞ୍ଚତ୍ଛନ୍ତି। ସେମାନେ ଚିକିଟି ବ୍ଲକ ପାଟିସୁନୁପୁର,ଏକସିଙ୍ଗି ଏବଂ ଗୋପାଳପୁର ସମେତ ଆନ୍ଧ୍ର ସୀମାନ୍ତ ଡଙ୍କୁରୁ, କାବସ୍ତାକୁଡି, ପୁକାଲପାଲାମ ଅଞ୍ଚଳର। ଚେନ୍ନାଇରେ ରହି କାମ କରୁଥିବାବେଳେ ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ହୋଇଯାଇଥିଲା। ଫଳରେ ବହୁ ଅସୁବିଧାରେ ଚଳୁଥିଲେ। ଏକ ମୋଟର ବୋଟ୍‌ କିଣି ଗତ ୨୦ ତାରିଖରେ ଚେନ୍ନାଇରୁ ସମୁଦ୍ର ପଥ ଦେଇ ବାହାରିଥିଲେ। ସନ୍ଧ୍ୟାରେ ସୁନୁପୁରୁ ମୁହାଣରେ ପହଞ୍ଚତ୍ବା ପରେ ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ, ବିଡିଓ ଫାଲ୍‌ଗୁନି ମାଝି ଏବଂ ଗୋଳନ୍ଥରା ମେରାଇନ୍‌ ଥାନା ପୋଲିସ୍‌ ପହଞ୍ଚତ୍ ସମସ୍ତଙ୍କୁ ଆଣି ମେରାଇନ୍‌ ଥାନାରେ ରଖିଛନ୍ତି। ସେମାନଙ୍କୁ କେଉଁ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ ସେ ନେଇ ପ୍ରଶାସନିକ ଅଧିକାରୀମାନେ ଆଲୋଚନା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri