Posted inଜାତୀୟ

ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି ସେଠାରେ କିଛି ସମୟ ମଧ୍ୟରେ  ଏହି ବୈଠକରେ ଯୋଗଦେବେ। ଏହାପରେ ସନ୍ଧ୍ୟାରେ ମୋଦି ତାଙ୍କ ସହ ୩ଟି ଐତିହାସିକ ସ୍ଥଳ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସେ ମୋଦିଙ୍କ ସହ ଯୋଗଦେବେ। ଶୋର ଟେମ୍ପଲରେ ଆୟୋଜିତ କାର୍ଯ୍ୟକ୍ରମ ଦେଖି ସାରିବା ପରେ ସେହିଠାରେ ହିଁ ଜିନପିଙ୍ଗଙ୍କ ପାଇଁ ରାତ୍ର ଭୋଜନର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍‌ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ

ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri