ଚେନ୍‌ ଟାଣି ଟ୍ରେନରୁ ଖସି ପଳାଇଲେ ଗଞ୍ଜାମର ୪୦୦ ପ୍ରବାସୀ

ଛତ୍ରପୁର,୨୪ା୫,(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ବାଲିବଗଡ ରେଲୱେ ଫାଟକ ନିକଟରେ ରବିବାର ଅପରାହ୍ନରେ ଚେନ୍‌ ପୁଲିଂ କରି ଗଞ୍ଜାମର ୪୦୦ ପ୍ରବାସୀ ଖସି ପଳାଇଛନ୍ତି। ଖବରପାଇ ଆରପିଏଫ ଓ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କେତେକ ପ୍ରବାସୀଙ୍କୁ ବାଲିବଗଡ଼ ରାସ୍ତା, ରେଲୱେ ଫାଟକ ଓ ରେଳ ଧାରଣା ନିକଟରେ ଅଟକାଇବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି।
ଘଟଣାରୁ ଜଣାପଡ଼ିଛି, ତଲେଙ୍ଗାନାରୁ ଗଞ୍ଜମର ୬୦୦ରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କୁ ଧରି ଉକ୍ତ ଟ୍ରନ ଖୋର୍ଦ୍ଧା ରୋଡ ଅଭିମୁଖେ ଆସୁଥିବାବେଳେ ପ୍ରବାସୀମାନେ ଚେନ ପୁଲିଂ କରିଥିଲେ। ଫଳରେ ଟ୍ରନଟି ଛତ୍ରପୁର ଉପକଣ୍ଠ ବାଲିବଗଡ ରେଲୱେ ଫାଟକ ନିକଟରେ ଅଟକିବା ପରେ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓହ୍ଲାଇ ପଳାଇ ଯାଇଥିଲେ। ପ୍ରଶାସନ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri