ଚୋକ୍‌ସିଙ୍କ ୨୪.୭୭ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୨।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଦେଶ ତଥା ବିଦେଶରେ ଥିବା ୨୪.୭୭ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ ଦୁବାଇସ୍ଥିତ ୩ ବ୍ୟବସାୟିକ ପ୍ରତିଷ୍ଠାନ, ଏକ ମର୍ସିଡିଜ ବେଞ୍ଜ କାର୍‌ ଓ ଦେଶ ତଥା ବିଦେଶରେ ଥିବା ସାବଧି ଜମା ଖାତାରେ ଥିବା ଟଙ୍କା ରହିଛି। ଇଡି ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ, ପ୍ରିଭେନ୍ସନ ଅଫ୍‌ ମନିଲଣ୍ଡରିଂ ଅଧୀନରେ ଏ ସମ୍ପର୍କରେ ଅସ୍ଥାୟୀ ନିର୍ଦ୍ଦେଶ ଜାରି କରାଯାଇଥିଲା। ଚୋକ୍‌ସିଙ୍କ ବିରୋଧରେ ମୋଟ ୬୦୯୭.୭୩ କୋଟି ଟଙ୍କାର ଠକେଇ ଅଭିଯୋଗ ହୋଇଛି। ଅଦ୍ୟାବଧି ଇଡି ପକ୍ଷରୁ ୨୫୩୪.୭୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଭାରତରୁ ପଳାୟନ କରିବା ପରେ ଚୋକ୍‌ସି ବର୍ତ୍ତମାନ ଆଣ୍ଟିଗୁଆରେ ଅବସ୍ଥାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri