ଚୋରି ବାଇକ ଉଦ୍ଧାର, ୪ ଗିରଫ

ବଡବିଲ, ୧୫।୪(ସ୍ବ.ପ୍ର.)-ବଡବିଲ ପୋଲିସ ବାଇକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୟାବାଲି ଅଞ୍ଚଳର ଭୀଷ୍ମ କୁମାର ପାତ୍ର, କାରାକୋହ୍ଲ ଅଞ୍ଚଳର ମନୋଜ ମୁଣ୍ଡା, ବଡବିଲ ଉପର ବସ୍ତି ଅଞ୍ଚଳର ଲାଲଟୁ ଏସକେ ଏବଂ ଚନ୍ଦନ କାରୁଆ। ସୂଚନା ଅନୁ୍‌ଯାୟୀ, ବଡବିଲ ସହରାଞ୍ଚଳରୁ ଏକ ବାଇକ ଚୋରି ନେଇ ଗତ ସୋମବାର ଏକ ମାମଲା (ନଂ.୫୯/୨୦୨୦)ରୁଜୁ ହୋଇଥିଲା। ଏହି ଘଟଣାର ତଦନ୍ତ କରି ପୋଲିସ ମଙ୍ଗଳବାର ଦିନ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି ବାଇକକୁ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?