ଛତିଶଗଡ଼ ସୀମାନ୍ତ ରାସ୍ତାକୁ ସିଲ୍‌ କଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୩୦।୩-କରୋନା ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ସାମାଜିକ ଦୂରତା ବଜାୟ ରଖିବାରେ ଜନ ଚେତନା ବଢ଼ିବାରେ ଲାଗିଛି । ଏହି କ୍ରମରେ ବାହ୍ୟ ଅଞ୍ଚଳରୁ ନିଜ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକରେ ପ୍ରବେଶ ଅବରୋଧ କରୁଛନ୍ତି । ସୋମବାର ବରଗଡ଼ ଜିଲା ଝାରବନ୍ଧ ଅଞ୍ଚଳର ଲୋକେ ପଡ଼ୋଶୀ ଛତିଶଗଡ଼ରୁ ନିଜ ଅଞ୍ଚଳକୁ ସଂଯୋଗ କରୁଥିବା ଝାରବନ୍ଧ-ବସନା, ଝାରବନ୍ଧ-ଶଙ୍କରା ଆଦି ରାସ୍ତାକୁ ପୋଲିସ ଉପସ୍ଥିତିରେ ସିଲ୍‌ କରିଛନ୍ତି । ଅନୁରୂପ ଭାବେ ଏହା ପୂର୍ବରୁ ଜିଲାର ପାଲି ବୁଗବୁଗା, ପଲସାପାଲି, ଗୁର୍ଖାପାଲି, ଗମ୍ଭାରୀପାଲି, ଉଦେପୁର ଆଦି ଗ୍ରାମର ଗ୍ରାମବାସୀ ନିଜ ଗାଁ ମୁଣ୍ଡରେ ବହିରାଗତଙ୍କ ପାଇଁ ପ୍ରବେଶ ଅବରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri