ଛତ୍ରପତି ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନା

ସଜନାଗଡ଼, ୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଭାଜପା ପକ୍ଷରୁ ଗୁରୁବାର ନୀଳଗିରି ଭାଜପା କାର୍ଯ୍ୟାଳୟରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ଉପସ୍ଥିତିରେ ଛତ୍ରପତି ଶିବାଜୀଙ୍କ ଜନ୍ମବାର୍ଷିକୀ ପାଳିତ ହୋଇଛି। ଏଥିରେ ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବାଜୀ ବିଦେଶୀଙ୍କ କବଳରେ ନିଜ ଜନ୍ମଭୂମିକୁ ମୁକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସ୍ଥାନୀୟ ବିଧାୟକ ନାୟକ ସଭାପତିତ୍ୱ କରିଥିଲେ। ଗଙ୍ଗାଧର ମିଶ୍ର, ଭାଗବତ ଖିଲାର, ପ୍ରଦୀପ ଆଚାର୍ଯ୍ୟ, କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ପ୍ରତିନିଧି ଚନ୍ଦ୍ରବିନ୍ଦୁ ଦାସ ଏବଂ ରାଜୀବ ମହାପାତ୍ର ଦଳର ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri