ଛତ୍ରପୁରରୁ ପଶ୍ଚିମବଙ୍ଗର ୪ ଶ୍ରମିକ ଉଦ୍ଧାର

ଛତ୍ରପୁର,୨।୪(ଡି.ଏନ.ଏ.)-ଜାତୀୟ ରାଜପଥରେ ଚାଲି ଚାଲି ଯାଉଥିବା ବେଳେ ପଶ୍ଚିମବଙ୍ଗର ୪ ଶ୍ରମିକଙ୍କୁ ଛତ୍ରପୁର ପୋଲିସ ବୁଧବାର ସନ୍ଧ୍ୟାରେ ଉଦ୍ଧାର । ଏମାନେ ହେଲେ ସାହିନ୍‌ ଶେଖ୍‌, ୟାର୍‌ ହୁସେନ୍‌, ମିରଜୁଲ୍‌ ମଣ୍ଡଳ ଓ ମାମିନୁ ମଣ୍ଡଳ। ଏମାନଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ମୁର୍ଶିଦାବାଦ ଅଞ୍ଚଳରେ ବୋଲି ଜଣାପଡିଛି। ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଛତ୍ରପୁର ହସ୍ପିଟାଲକୁ ଅଣାଯାଇଥିଲା। ଉକ୍ତ ଅଞ୍ଚଳର ୧୨ ଶ୍ରମିକ ଗଞ୍ଜାମ ଜିଲା ବ୍ରହ୍ମପୁର ଆସି ମାସେ ହେଲା ପାଇପ୍‌ କାମ କରୁଥିଲେ। ପୂର୍ବରୁ ଏମାନଙ୍କ ମଧ୍ୟରୁ ୮ ଜଣ ଘରକୁ ଫେରିଯାଇଛନ୍ତି। ଉକ୍ତ ୪ ଶ୍ରମିକ ଚାଲିଚାଲି ବୁଧବାର ଭୁବନେଶ୍ୱର ଯାଉଥିବା ବେଳେ ପୋଲିସ ଯାଞ୍ଚ ବେଳେ ଏମାନଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri