ଛତ୍ରପୁରରେ ରେଳ ସମସ୍ୟା : ଡିଆରଏମ୍‌ଙ୍କୁ ଭେଟିଲେ ବିଧାୟକ

ଛତ୍ରପୁର,୫ା୧୧(ଡି.ଏନ.ଏ.)-ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିଭିନ୍ନ ରେଳ ସମସ୍ୟା ନେଇ ସ୍ଥାନୀୟ ବିଧାୟକ ସୁବାସଚନ୍ଦ୍ର ବେହେରା ସୋମବାର ଖୋର୍ଦ୍ଧା ଡିଆରଏମ୍‌ ଶଶିକାନ୍ତ ସିଂଙ୍କ ସହ ଆଲୋଚନା କରିଛନ୍ତିି ା ଏଥିସହ ଏକ ସ୍ମାରକପତ୍ର ଡିଆରଏମ୍‌ଙ୍କୁ ପ୍ରଦାନ କରାଯାଇଥିଲା ା ଛତ୍ରପୁର ରେଡ୍ଡୀସାହି ନିକଟ ରେଳବାଇ ଫାଟକ-୨୯୧କୁ ପୁନଃ ଖୋଲିବା, ନରସିଂହପୁର ପାସେଞ୍ଜର ହଲ୍ଟକୁ ପୁଣି କାର୍ଯ୍ୟକ୍ଷମ କରି ଟ୍ରେନ୍‌ ରହଣି, ରମ୍ଭା ଷ୍ଟେଶନରେ ଅଧିକ ଏକ୍ସପ୍ରେସ ଟ୍ରେନ୍‌ ରହଣି। ଛତ୍ରପୁର ଷ୍ଟେଶନର ଉନ୍ନତୀକରଣ ଆଦି ଦାବି ରହିଛି ା ଏହି ଆଲୋଚନା ବେଳେ ଜି. ପାପା ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri