ଛତ୍ରପୁର ଏସ୍‌ଡିପିଓ-ଆଇଆଇସିଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୩।୬(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍‌ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶନିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେମାନଙ୍କ ସେବା ଦ୍ୱାରା ଅନୁପ୍ରାଣିତ ହୋଇ ଆମେ ଆମ ନାଗରିକମାନଙ୍କୁ ଏହି ରୋଗରୁ ରକ୍ଷା କରିବା ଲାଗି ଅଧିକ ଉତ୍ସାହ ସହ କାମ କରିବୁ ବୋଲି ଏସ୍‌ପି କହିଛନ୍ତି। ଏଥିସହ ଏସ୍‌ପି ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ତେବେ ପୂର୍ବରୁ ମଧ୍ୟ ପୋଲସରା ଥାନାର ଦୁଇଜଣ ହୋମଗାର୍ଡ ଏବଂ ଖଲ୍ଲିକୋଟ ଥାନା ଓ ହୁମା ଫାଣ୍ଡି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ଓଏସ୍‌ଏସ୍‌ଏଫ୍‌ ଯବାନ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?