ଛତ୍ରପୁର କଲେଜରେ ଛାତ୍ରୀଛାତ୍ରଙ୍କ ଧାରଣା

ଛତ୍ରପୁର,୧୩ା୯(ଡି.ଏନ.ଏ.)- ଛତ୍ରପୁର ସରକାରୀ ବିଜ୍ଞାନ କଲେଜର ଛାତ୍ରୀଛାତ୍ର ଓ ପୂର୍ବତନ ଛାତ୍ର ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଧାରଣା ଦିଆଯାଇଥିଲା। ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟରେ ପରୀକ୍ଷାଗତ ତ୍ରୁଟି ସୁଧାରିବା, ଯୁକ୍ତ ୩ ପଢ଼ା ସରିବା ପରେ ମଧ୍ୟ ପ୍ରମାଣପତ୍ର ଠିକ୍‌ ସମୟରେ ପ୍ରଦାନ କରାଯାଉ ନ ଥିବା ନେଇ ଧାରଣା ଦିଆଯାଇଥିଲା। ପରେ ଅଧ୍ୟକ୍ଷାଙ୍କ ଜରିଆରେ ଛାତ୍ରୀଛାତ୍ରମାନେ ପରୀକ୍ଷା ପରିଚାଳକଙ୍କ ସହ କଥା ହୋଇଥିଲେ ା ୧୩ ତାରିଖରେ କୁଳପତିଙ୍କ ସହ ଆଲୋଚନା ହେବ ବୋଲି ସୂଚନା ଦିଆଯିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା ା ପୂର୍ବତନ ଛାତ୍ରସଂସଦ ସଭାପତି ଜ୍ଞାନ ରଞ୍ଜନ ସାହୁ, ତାପସ ରଞ୍ଜନ ରଥ, ଋତୁରାଜ ବେହେରା, ମହେଶ କୁମାର ଗୌଡ, ଅନ୍ତର୍ଯ୍ୟାମୀ ପ୍ରଧାନ, ସୁବ୍ରତ ଶତପଥୀ, ପି. ୟାମିନୀ, ଲକ୍ଷ୍ମୀ ନାହାକ ପ୍ରମୁଖ ଧାରଣାସ୍ଥଳରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri